Breaking PLUSଓଡ଼ିଶାମୁଖ୍ୟ ଖବର
ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଏସଆଇଟି ଗଠନ

ଭୁବନେଶ୍ୱର- ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା ଏସଆଇଟି । ଏସ୍ଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବ । ତଦନ୍ତ କରି ୩୦ ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରିବ SIT । ଛତ୍ରପୁରରେ ଜଣେ ଏଡିଜି ରହି ଆଇନଶୃଙ୍ଖଳା ତଦାରଖ କରିବେ । ଏଡିଜି ରାଧାକୃଷ୍ଣ ଶର୍ମା ଛତ୍ରପୁରଠାରେ ରହି ଆଇନଶୃଙ୍ଖଳା ତଦାରଖ କରିବେ ।