Breaking PLUSଓଡ଼ିଶାମୁଖ୍ୟ ଖବର

କରୋନାରେ ପୂର୍ବତନ ପୋଲିସ ଡିଜି ଜନ୍ ନାୟକଙ୍କ ପରଲୋକ

ପୂର୍ବତନ ପୋଲିସ ଡିଜି ଜନ୍ ନାୟକଙ୍କ ୭୮ ବର୍ଷ ବୟସରେ ପରଲୋକ ହୋଇଛି। ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି  । ଏନେଇ ରାଜ୍ୟ ପୋଲିସ୍ ଡିଜି ଅଭୟ ସୂଚନା ଦେଇଛନ୍ତି ।

ପୂର୍ବତନ ପୋଲିସ ଡିଜି ଜନ୍ ନାୟକଙ୍କ ୭୮ ବର୍ଷ ବୟସରେ ପରଲୋକ ହୋଇଛି। ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି  । ଏନେଇ ରାଜ୍ୟ ପୋଲିସ୍ ଡିଜି ଅଭୟ ସୂଚନା ଦେଇଛନ୍ତି ।

ଡିଜିପି ଅଭୟ ଟୁଇଟ୍ କରି ଲେଖିଛନ୍ତି, ‘୨୦୦୨ ମସିହାରେ ଅବସର ନେଇଥିବା ୧୯୬୫ ବ୍ୟାଚର ଆଇପିଏସ୍ ଅଧିକାରୀ ଜନ୍‌ ନାୟକ ଗତକାଲି ରାତିରେ କରୋନାରେ ପ୍ରାଣତ୍ୟାଗ କରିଛନ୍ତି।

ଫୁଲବାଣୀର ଏକ ଦୂର ଆଦିବାସୀ ଗ୍ରାମରୁ ଆସି ଡିଜି ପଦବୀ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ପ୍ରେରଣାଦାୟକ ଥିଲା। ସେ ଅତ୍ୟନ୍ତ ଭଦ୍ର, ନମ୍ର, ଏବଂ ଦୟାଳୁ ଥିଲେ। ତାଙ୍କ ପ୍ରତି ଆମର ସମ୍ମାନଜନକ ଶ୍ରଦ୍ଧାଞ୍ଜଳି। ଆପଣଙ୍କ ଆତ୍ମାକୁ ଶାନ୍ତି ମିଳୁ‌।

Show More

Related Articles

Back to top button