Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଜି ଆଉ 4 ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଆଜି ରାଜ୍ୟରେ କରୋନାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦ କୁ ବୃଦ୍ଧି ହୋଇଛି।
ଆଜି ରାଜ୍ୟରେ କରୋନାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦ କୁ ବୃଦ୍ଧି ହୋଇଛି।
ମୃତକଙ୍କ ମଧ୍ୟରେ ଭୁବନେଶ୍ଵରରୁ ଜଣେ ଆକ୍ରାନ୍ତ ଥିବା ବେଳେ ବଲାଙ୍ଗିରିରୁ ଜଣେ, କଟକରୁ ଜଣେ ଏବଂ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୪୧ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ବଲାଙ୍ଗିରିରୁ ଜଣେ ୮୦ ବର୍ଷୀୟ ପୁରୁଷ, କଟକର ଜଣେ ୯୪ ବର୍ଷୀୟ ପୁରୁଷ ଏବଂ ଖୋର୍ଦ୍ଧାରୁ ଜଣେ ୬୦ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।