ଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

୧୪ ରାଉଣ୍ଡ ଭୋଟ ଗଣତି ଶେଷ: ଆଗରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ : ଧାମନଗର ଉପନିର୍ବାଚନରେ ଆଜି ଜାରି ରହିଛି ଭୋଟ୍ ଗଣତି। ମୋଟ ୧୮ଟି ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ୧୪ ରାଉଣ୍ଡ ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ତାଙ୍କର ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୭୬୬୧ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି। ୧୪ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୬୩,୦୩୧ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡିର ଅବନ୍ତୀ ଦାସ ୫୫୩୭୦ ଖଣ୍ଡ ଭୋଟ୍ ପାଇଛନ୍ତି। ବିଜେଡିରୁ ଟିକେଟ୍ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ୭୧୪୭ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୨୭୫୧ ଖଣ୍ଡ ଭୋଟ୍ ପାଇଛନ୍ତି।

Show More

Related Articles

Back to top button