ଓଡ଼ିଶା

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ । କୋଭିଡ୍ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଖୋଲିବା ନେଇ ସୂଚନା ମିଳିଛି ।

ଶିମିଳିପାଳକୁ ଆସୁଥିବା ପର୍ଯ୍ୟଟକମାନେ କୋଭିଡ୍-୧୯ ନିୟମାବଳୀକୁ ପାଳନ କରିବା ବାଧ୍ୟତାମୂଳକ କରାଯାଇଛି । ସକାଳ ୭ଟାରୁ ରାତି ୯ଟା ଯାଏଁ ଭିତରକୁ ପ୍ରବେଶ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ଯାତ୍ରୀ ନିବାସରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକମାନେ ଅନଲାଇନ୍ ମାଧ୍ୟମରେ ଅଗ୍ରୀମ ବୁକିଂ କରିପାରିବେ ।

Show More

Related Articles

Back to top button