Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ରାଜ୍ୟରେ ଖସିବ ପାରଦ, ବଢିବ ଶୀତ

ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଆଜିଠୁ ରାଜ୍ୟରେ ଆହୁରି ବଢିବ ଶୀତ । ରାତିର ତାପାମାତ୍ରା ଆସନ୍ତା ଦୁଇରୁ ତିନି ଦିନ ଯାଏଁ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଆଜିଠୁ ରାଜ୍ୟରେ ଆହୁରି ବଢିବ ଶୀତ । ରାତିର ତାପାମାତ୍ରା ଆସନ୍ତା ଦୁଇରୁ ତିନି ଦିନ ଯାଏଁ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ । ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ଯୋଗୁ ଥଣ୍ଡା ଅନୁଭୂତ ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ୫ଟି ସହରର ତାପମାତ୍ରା ୧୫ଡିଗ୍ରୀ ତଳେ ରେକର୍ଡ କରାଯାଇଥିଲା । ଏବେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଥିବାରୁ ଥଣ୍ଡା କମିଛି । ଆଭ୍ୟନ୍ତରୀଣ ଓ କେନ୍ଦ୍ରୀୟ ଓଡ଼ିଶାରେ ୧୬ ତାରିଖରେ ସର୍ବନିମ୍ନ ତାପମାତ୍ରା କ୍ରମଶଃ ୩ ଡିଗ୍ରୀ ବଢି ୧୮ ତାରିଖ ପର୍ଯ୍ୟନ୍ତ ଅପରିବର୍ତ୍ତିତ ରହିବ ।

Show More

Related Articles

Back to top button