Breaking PLUSଓଡ଼ିଶାମୁଖ୍ୟ ଖବର

ମାର୍ଲବା ଘାଟିରେ ବସ୍ ଦୁର୍ଘଟଣାଗ୍ରସ୍ତ, 10ରୁ ଅଧିକ ଯାତ୍ରୀ ଆହତ

ଗଜପତି ଜିଲାର ମାର୍ଲବା ଘାଟିରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନାମିଳିଛି।

Show More

Related Articles

Back to top button