Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେଡିରେ ଯୋଗ ଦେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର- ବିଜେଡିରେ ଯୋଗ ଦେଲେ ଗଣେଶ୍ୱର ବେହେରା । ଶଙ୍ଖ ଭବନକୁ ଆସି ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା । ନିକଟରେ କଂଗ୍ରେସ ଛାଡ଼ିଥିଲେ ପୂର୍ବତନ ବିଧାୟକ ଗଣେଶ୍ୱର ।

Show More

Related Articles

Back to top button