Breaking PLUSଓଡ଼ିଶାମୁଖ୍ୟ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର- କଂଗ୍ରେସରୁ ଇସ୍ତଫା ଦେଲେ ଗଣେଶ୍ୱର ବେହେରା । ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ପିସିସି ସଭାପତିଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିବା ସୂଚନା ମିଳିଛି ।

Show More

Related Articles

Back to top button