ଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର, କେନ୍ଦ୍ରାପଡା ଟାଉନ ଅଞ୍ଚଳରେ ୧୪୪ ଧାରା

ଗ୍ୟାଙ୍ଗଷ୍ଟାର ହାଇଦରର ଏନକାଉଣ୍ଟର ପରେ କେନ୍ଦ୍ରାପଡା ଟାଉନ ଅଂଚଳରେ ୧୪୪ ଧାରା ଜାରି କରାଯାଇଛି।

ଟାଉନ ସମେତ ସହର ଉପକଣ୍ଠ ରେ ଥିବା ୪ ଗୋଟି ପଂଚାୟତରେ ୧୪୪ ଧାରା ଲାଗୁ ହୋଇଛି। ବାରିମୂଳ, ଗୁଲନଗର, କପାଳେଶ୍ୱର ଓ ଯମଧର ଗ୍ରାମପଞ୍ଚାୟତ ରେ ୧୪୪ ଧାରା ଜାରି କରିଛନ୍ତି ଜିଲ୍ଲାପାଳ ଅମୃତ ୠତୁରାଜ । ଏହି କଟକଣା ଜୁଲାଇ ୩୦ ତାରିଖ ଦିନ ୧୧ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ।

ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଜିଲ୍ଲା ପ୍ରଶାସନ ସତର୍କତାମୂଳକ ପଦକ୍ଷେପ ନେଇଛି । ଏହି ସମୟରେ ସକାଳ ୭ ଟାରୁ ଦିନ ୧୧ ମଧ୍ୟରେ ଗ୍ରୋସରି ଓ ଆମିଷ ଦୋକାନ ଖୋଲା ରହିବ। ଏହା ବ୍ୟତୀତ ଅନ୍ୟାନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ। ସେହିପରି ହୋଟେଲ ଓ ରେସ୍ତୋରାଁ ରୁ ଲୋକମାନେ ଖାଦ୍ୟ ପାର୍ଶଲ ନେଇ ପାରିବେ। କୌଣସି ଜାଗାରେ ୫ ଜଣରୁ ଅଧିକ ଲୋକ ମେଳି କରି ପାରିବେ ନାହିଁ। ସେହି

Show More

Related Articles

Back to top button