Breaking PLUSଓଡ଼ିଶାମୁଖ୍ୟ ଖବର

କରୋନା ଚିହ୍ନଟ ହେବା ପରେ ଗୁଣୁପୁର GIET ବିଶ୍ୱବିଦ୍ୟାଳୟକୁ ୩ ଦିନ ପାଇଁ ବନ୍ଦ କଲା ପ୍ରଶାସନ

ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି । ଗୁଣୁପୁର GIET ବିଶ୍ୱବିଦ୍ୟାଳୟରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଆକ୍ରାନ୍ତ ଚିହ୍ନଟ ପରେ GIET ବିଶ୍ୱବିଦ୍ୟାଳୟକୁ ୩ ଦିନ ପାଇଁ ବନ୍ଦ ଘୋଷାଣା କରାଯାଇଛି ।

GIET ବିଶ୍ୱବିଦ୍ୟାଳୟ ଗୁଣୁପୁର ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ବନ୍ଦ ରହିବା ନେଇ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଘୋଷଣା କରିଛନ୍ତି । ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରାଯାଇଥିବା ବେଳେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ, ଷ୍ଟାଫଙ୍କୁ ଭିତରକୁ ଆସିବା ମନା କରାଯାଇଛି । ସେହିଭଳି କ୍ୟାମ୍ପସ୍ ପରିସରରକୁ କେହି ବାହାରକୁ ଯାଇପାରିବେ ନାହିଁ ।

Show More

Related Articles

Back to top button