Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନ ଓ ନୀତୀଶଙ୍କୁ ଭାରତ ରତ୍ନ ଦେବାକୁ ଦାବି କଲା ଗିରିରାଜ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତରତ୍ନ ଦିଆଯାଉଛି। ଏମିତି ଦାବି ଉଠାଇଛନ୍ତି ବେଗୁସରାଇ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। ନିଜ ନିର୍ବାଚନମଣ୍ଡଳୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଗିରିରାଜ ଏପରି ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।

Show More

Related Articles

Back to top button