Breaking PLUSଅପରାଧଓଡ଼ିଶାମୁଖ୍ୟ ଖବର

ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା

ନାବାଳକ ଅଭିଯୁକ୍ତକୁ ୨୦ବର୍ଷ ଜେଲ୍ ସହ ୫୩ ହଜାର ଟଙ୍କା ଜରିମନା

କେନ୍ଦୁଝରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୨୦ଜଣ ସାକ୍ଷୀ ଓ ପ୍ରମାଣକୁ ଭିତ୍ତି କରି ଜଣେ ନାବାଳକ ଅଭିଯୁକ୍ତକୁ ୨୦ବର୍ଷ ଜେଲ୍ ସହ ୫୩ ହଜାର ଟଙ୍କା ଜରିମନା କରାଯାଇଛି । ଜରିମନା ଅନାଦେୟ ଅଧିକ ଏକ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଲେ କେନ୍ଦୁଝର ସ୍ଵତନ୍ତ୍ର ପୋକ୍ସ କୋର୍ଟ ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୭ ମସିହାରେ ଘଟଗାଁ ଥାନା ଡଲଙ୍ଗପଶି ଅଞ୍ଚଳରେ ଘଟିଥିଲା ଦୁଷ୍କର୍ମ ଘଟଣା । ପୂର୍ବରୁ ଏହି ଘଟଣାରେ ଅନ୍ୟ ଦୁଇ ଜଣ ଅଭିଯୁକ୍ତକୁ ଦଣ୍ଡାଦେଶ ହୋଇଥିଲା ।

Show More

Related Articles

Back to top button