Breaking PLUSଦେଶ ବିଦେଶମୁଖ୍ୟ ଖବର

ବିଶ୍ୱରେ ଜାରି ରହିଛି କରୋନା ଆତଙ୍କ, ୧୨କୋଟି ୮୨ଲକ୍ଷ ୧୮ହଜାର ୫୩୮ରେ ପହଁଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ବିଶ୍ୱର ୨୧୮ ଦେଶର କାୟା ମେଲାଇଛି ମହାମାରୀ କରୋନା । ଏହାରି ମଧ୍ୟରେ ବିଦେଶୀ ରାଷ୍ଟ୍ର ଗୁଡିକରେ ପୁଣି କରୋନା ସଂକ୍ରମଣ ବଢ଼ିଚାଲିଛି । କରୋନା ଭାଇରସର ଅନ୍ୟ ଏକ ଷ୍ଟ୍ରେନ ଦେଖାଯିବା ପରେ ଭାରତ, ଇଂଲଣ୍ଡ, ଫ୍ରାନ୍ସ, ବ୍ରିଟେନ, ଦକ୍ଷିଣ ଆଫ୍ରିକା ଓ ନାଇଜେରିଆ ସମେତ ବିଶ୍ୱବାସୀ ଚିନ୍ତା ପ୍ରକଟ କରିଛନ୍ତି

ବିଶ୍ୱର ୨୧୮ ଦେଶର କାୟା ମେଲାଇଛି ମହାମାରୀ କରୋନା । ଏହାରି ମଧ୍ୟରେ ବିଦେଶୀ ରାଷ୍ଟ୍ର ଗୁଡିକରେ ପୁଣି କରୋନା ସଂକ୍ରମଣ ବଢ଼ିଚାଲିଛି । କରୋନା ଭାଇରସର ଅନ୍ୟ ଏକ ଷ୍ଟ୍ରେନ ଦେଖାଯିବା ପରେ ଭାରତ, ଇଂଲଣ୍ଡ, ଫ୍ରାନ୍ସ, ବ୍ରିଟେନ, ଦକ୍ଷିଣ ଆଫ୍ରିକା ଓ ନାଇଜେରିଆ ସମେତ ବିଶ୍ୱବାସୀ ଚିନ୍ତା ପ୍ରକଟ କରିଛନ୍ତି । ମଙ୍ଗଳବାର ସୁଦ୍ଧା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮ଲକ୍ଷ ୩ହଜାର ୭୩୫ ଓ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨କୋଟି ୮୨ଲକ୍ଷ ୧୮ହଜାର ୫୩୮କୁ ବୃଦ୍ଧି ପାଇଛି । ସେହିପରି କରୋନାରୁ ୧୦କୋଟି ୩୪ଲକ୍ଷ ୧୮ହଜାର ୧୪୨ ଜଣ ସୁସ୍ଥ ହୋଇ ଥିବାବେଳେ ୨କୋଟି ୧୯ଲକ୍ଷ ୯୬ହଜାର ୬୬୧ ଜଣ ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button