Breaking PLUSଦେଶ ବିଦେଶମୁଖ୍ୟ ଖବର

ବିଶ୍ୱରେ ଥମୁନି କରୋନା ଆତଙ୍କ, ୧୬ କୋଟି ୧୦ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ଲକ୍ଷ ୪୪ ହଜାର ୭୪୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୧୦ ଲକ୍ଷ ୭୬ ହଜାର ୭୬୬କୁ ବୃଦ୍ଧି ପାଇଛି ।

ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ଲକ୍ଷ ୪୪ ହଜାର ୭୪୪ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୧୦ ଲକ୍ଷ ୭୬ ହଜାର ୭୬୬କୁ ବୃଦ୍ଧି ପାଇଛି । ମୋଟ ୧୩ କୋଟି ୮୮ ଲକ୍ଷ ୬୦ ହଜାର ୭୨୬ ଜଣ ସୁସ୍ଥ ହୋଇଛନ୍ତି । ତେବେ ବିଶ୍ୱର ୨୨୨ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି କରୋନା । ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ପୁଣି ଥରେ ଅସ୍ତବ୍ୟସ୍ତ ହୋଇପଡିଛି । ଟିକାକରଣ ସତ୍ତ୍ବେ ଲୋକେ କରୋନା କଟକଣା ମାନୁ ନଥିବାରୁ ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବଢ଼ିଛି। କରୋନା ପ୍ରଭାବିତ ଦେଶ ମଧ୍ୟରୁ ଆମେରିକାରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ରହିଛି । ବିଶ୍ୱରେ କୋଭିଡ ସଂକ୍ରମଣରେ ଭାରତ ୨ୟ ସ୍ଥାନରେ ରହିଥିବା ବେଳେ ବ୍ରାଜିଲ ତୃତୀୟ ସ୍ଥାନରେ ରହିଛି ।

Show More

Related Articles

Back to top button