Breaking PLUSଦେଶ ବିଦେଶମୁଖ୍ୟ ଖବର

ବିଶ୍ୱରେ ଜାରି ରହିଛି କରୋନା ଆତଙ୍କ, ୧୧ କୋଟି ୪୬ ଲକ୍ଷ ୭୨ ହଜାର ୨୩୪ରେ ପହଁଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ବିଶ୍ୱବ୍ୟାପୀ ଆଜି ପର୍ଯ୍ୟନ୍ତ ୧୧ କୋଟି ୪୬ ଲକ୍ଷ ୭୨ ହଜାର ୨୩୪ ଜଣ ଲୋକ କରୋନା ଭାଇସରରେ ସଂକ୍ରମିତ ହୋଇସାରିଥିବା ବେଳେ ୨୫ ଲକ୍ଷ ୪୨ ହଜାର ୫୫୩ ଜଣ ଲୋକଙ୍କର ମୃତ୍ୟୁ ହୋଇଛି

ବିଶ୍ୱବ୍ୟାପୀ ଆଜି ପର୍ଯ୍ୟନ୍ତ ୧୧ କୋଟି ୪୬ ଲକ୍ଷ ୭୨ ହଜାର ୨୩୪ ଜଣ ଲୋକ କରୋନା ଭାଇସରରେ ସଂକ୍ରମିତ ହୋଇସାରିଥିବା ବେଳେ ୨୫ ଲକ୍ଷ ୪୨ ହଜାର ୫୫୩ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । କରୋନା ଭାଇରସ କବଳରେ ପଡ଼ିଥିବା ୯ କୋଟି ୨ ଲକ୍ଷ ୨୮ ହଜାର ୩୯୯ ଜଣ ସୁସ୍ଥ ହୋଇଥିବା ବେଳେ ୨ କୋଟି ୧୯ ଲକ୍ଷ ୧ ହଜାର ୨୮୨ ଜଣ ଲୋକ ସକ୍ରିୟ ଅଛନ୍ତି । ଏବେ ବିଶ୍ୱବ୍ୟାପୀ ୯୦ ହଜାର ୨୯୬ ଜଣ ରୋଗୀଙ୍କ ଅବସ୍ଥା ଗୁରୁତର ଅଛି ।

ଭାଇରସଜନିତ ମହାମାରୀ ଯୋଗୁଁ ଆମେରିକାରେ ଆଜି ସକାଳ ସାଢ଼େ ୬ଟା ସୁଦ୍ଧା ୨ କୋଟି ୯୨ ଲକ୍ଷ ୫୩ ହଜାର ୬୮୬କୁ ବୃଦ୍ଧି ପାଇଛି । ଦେଶରେ ୫ ଲକ୍ଷ ୨୫ ହଜାର ୭୭୬ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ କୋଟିଏ ୯୬ ଲକ୍ଷ ୯୪ ହଜାର ୫୮ ଲୋକ ସୁସ୍ଥ ହୋଇଥିବା ବେଳେ ୯୦ ଲକ୍ଷ ୩୩ ହଜାର ୮୫୨ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଏଥିରୁ ୧୪ ହଜାର ୭୮୬ ଜଣ ଗୁରୁତର ଅଛନ୍ତି ।

Show More

Related Articles

Back to top button