Breaking PLUSଓଡ଼ିଶାମୁଖ୍ୟ ଖବର

ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ପୁରୀ- ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା  । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ  । ‘ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ’  । ‘ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ମିଳିବ ସହାୟତା’ ।‘ଅନେକ ଆବେଦନ ଆସିଛି, ଯେଉଁମାନେ କରିନାହାନ୍ତି ବିଚାର ହେବ’ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button