Breaking PLUSଓଡ଼ିଶାମୁଖ୍ୟ ଖବର
ନିଷ୍କର୍ସ ଅନୁସାରେ କାର୍ଯ୍ୟାନୁଷ୍ଠାନ-ଉଚ୍ଚ ଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର- କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା ।‘ଯେଉଁମାନଙ୍କୁ ସମନ ହୋଇଥିଲା ସେମାନେ ହାଜର ହୋଇଛନ୍ତି’ ।‘ଉଚ୍ଚସ୍ତରୀୟ କମିଟି ଶୁଣାଣି କରି ସବୁ ରେକର୍ଡ କରି ରଖିଛି’ ।‘ଯାହା ନିଷ୍କର୍ସ ଆସିବ ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ’ ।ଏହା ଭିତରେ ୧୦ ଜଣଙ୍କୁ ଗିରଫ କରାଯାଇ ସାରିଛି । ପୋଲିସ ଇନ୍ଭେଷ୍ଟିଗେସନ୍, ଫୋରେନସିକ୍ ଯାଞ୍ଚ ଚାଲିଛି’ । ‘ଭାଇରାଲ୍ ଭିଡିଓର ଭଏସ୍ ସ୍ପେକ୍ଟ୍ରୋଗ୍ରାଫି କରାଯିବ ।