Breaking PLUSଓଡ଼ିଶାମୁଖ୍ୟ ଖବର

ହୋଲିର ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର- ହୋଲି ପର୍ବର ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆରେ ଆନନ୍ଦ ଓ ଉଲ୍ଲାସର ପର୍ବ ପବିତ୍ର ହୋଲି ଅବସରରେ ମାନ୍ୟବର ରାଜ୍ୟପାଳ ରାଜ୍ୟବାସୀ ଭାଇଭଉଣୀଙ୍କୁ ଆନ୍ତରିକ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି।

Show More

Related Articles

Back to top button