ଓଡ଼ିଶା

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର, 1 ଜାନୁଆରୀ- ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଆପଣ ସମସ୍ତଙ୍କୁ ଇଂରାଜୀ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା । ନୂଆ ବର୍ଷ ଆପଣଙ୍କ ଜୀବନରେ ନୂଆ ସକାଳ ଓ ନୂଆ ଉର୍ଜା ଆଣୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଏହାହିଁ କାମନା କରୁଛି ।

Show More

Related Articles

Back to top button