Breaking PLUSଓଡ଼ିଶାମୁଖ୍ୟ ଖବର
ରାମଚଣ୍ଡୀ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା

ଭୁବନେଶ୍ୱର- ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏକ ହାଇଓ୍ବା କାରକୁ ଧକ୍କା ଦେଇଥିଲା। ଫଳରେ ରାସ୍ତା ଉପରେ କାରଟି ହୁତହୁତ୍ ହୋଇ ଜଳିଯାଇଛି। ଏବଂ ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।