Breaking PLUSଦେଶମୁଖ୍ୟ ଖବର

ରାଷ୍ଟ୍ରପତିଙ୍କୁ ଭେଟିଲେ ହରିୟାଣା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, 10 ଡିସେମ୍ବର – ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ବୁଧବାର ଦିନ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଫଟୋ ସେୟାର କରି ଏହି ସୂଚନା ଦିଆଯାଇଛି ।

Show More

Related Articles

Back to top button