Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ବଢିବ ତାତି

ଭୁବନେଶ୍ବର : ଦୁଇଦିନର କାଳବୈଶାଖୀ ପରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ମଧ୍ୟରେ କିଛି ଅଞ୍ଚଳକୁ ଛାଡ଼ି ଦେଲେ ଅବଶିଷ୍ଟ ରାଜ୍ୟରେ ପାଗ ଶୁଖିଲା ରହିବ। ଅନ୍ୟପଟେ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯାଇଥିବାରୁ ଆଜିଠାରୁ ପାରଦ ଉପରମୁହାଁ ହେବ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି।

Show More

Related Articles

Back to top button