Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ବଢିବ ତାତି

ଭୁବନେଶ୍ୱର- ରାଜ୍ୟରେ ଆଜିଠୁ ବଢିବ ତାତି । ଆଗାମୀ ୩ ଦିନରେ ରାଜ୍ୟରେ ଦିନ ତାପମାତ୍ରା ବଢିବା ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ ରୁ ୧୦ ଡିଗ୍ରୀ ବଢିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାର କିଛି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି।

Show More

Related Articles

Back to top button