Breaking PLUSଓଡ଼ିଶାମୁଖ୍ୟ ଖବର

କାଲିଠୁ ପୁଣି ବଢିବ ତାତି

ଭୁବନେଶ୍ୱର-କାଲିଠାରୁ ପୁଣି ବଢିବ ତାତି । ସପ୍ତାହେ ହେଲା କାଳବୈଶାଖୀ ଜନିତ ବର୍ଷା ପବନ ଯୋଗୁଁ ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି। ଆଗାମୀ ୪୮ଘଣ୍ଟା ପରେ ପୁଣି ତାତି ବଢିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ୪୮ ଘଣ୍ଟା ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ।

Show More

Related Articles

Back to top button