Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆହୁରି ବଢିବ ତାତି

ଭୁବନେଶ୍ବର- ରାଜ୍ୟରେ ଦିନେ କି ଦୁଇ ଦିନ ମଧ୍ୟରେ ରାତି ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ବଢିବାର ସମ୍ଭାବନା ରହିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ ୩୧ ତାରିଖ ବେଳକୁ ମୟୁରଭଞ୍ଜ, ସୁନ୍ଦରଗଡ , ଭଦ୍ରକ , ଯାଜପୁର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।