Breaking PLUSଓଡ଼ିଶାମୁଖ୍ୟ ଖବର

9 ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ୩ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ ।

Show More

Related Articles

Back to top button