Breaking PLUSଓଡ଼ିଶାମୁଖ୍ୟ ଖବର

ବର୍ଷା-ଅନୁଭବ ପାରିବାରିକ ବିବାଦ, ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ

ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ । ବର୍ଷା-ଅନୁଭବ ପାରିବାରିକ ବିବାଦ ମାଲାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ଅନୁଭବ ଦାୟର କରିଥିବା ପିଟିସନକୁ ଗ୍ରହଣ କରିବା ସହ ଜବାବ ଦାଖଲ ପାଇଁ ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ। ଫ୍ୟାମିଲ କୋର୍ଟକୁ ରେକର୍ଡ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା 9 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି । କଟକ ପରିବାର ଅଦଲତଙ୍କ ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅନୁଭବ। ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିଲେ ।

Show More

Related Articles

Back to top button