ଓଡ଼ିଶାମୁଖ୍ୟ ଖବର

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ଟି ଗେଟ୍

ମୋଟ୍ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ହୀରାକୁଦ ଡ୍ୟାମ୍‌ର ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ ଜାରି ରହିଛି । ତେବେ ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୮୩ ଫୁଟ୍ ରହିଛି ।

ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧, ୫୦, ୪୧୯ କ୍ୟୁସେକ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୨, ୨୦, ୪୧୮ କ୍ୟୁସେକ ଜଳ । ହୀରାକୁଦର ମୋଟ ଏବେ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି ।

Show More

Related Articles

Back to top button