Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର, 16 ଫେବୃଆରୀ – ଆଜି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ ପକାଇଛନ୍ତି। ବିଶ୍ଵ ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିର ପରିଭ୍ରମଣ କରି ନବଗ୍ରହ ପୀଠରେ ପୂଜାର୍ଚ୍ଚନା କରିଛନ୍ତି। ସକାଳେ ପାରମ୍ପରିକ ରୀତିନୀତିରେ ତିନି ଠାକୁରଙ୍କ ମହାସ୍ନାନ ପରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା ଲକ୍ଷାଧିକ ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥରେ ବୁଡ ପକାଇଥିଲେ। ବୁଡ ସାରି ଶ୍ରଦ୍ଧାଳୁ ମାନେ ବିଶ୍ଵ ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିର ପରିଭ୍ରମଣ କରି ନବଗ୍ରହ ପୀଠରେ ପୂଜାର୍ଚ୍ଚନା ଓ ହୋମ ଯଜ୍ଞ କରିଥିଲେ।

Show More

Related Articles

Back to top button