Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ

ଭୁବନେଶ୍ୱର: ବିଭିନ୍ନ ସମସ୍ୟା ନେଇ ଲୋୟର ପିଏମଜିରେ ହଜାର ହଜାର ଶିକ୍ଷକଙ୍କ ବିଶାଳ ସମାବେଶ । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ, ପୁରାତନ ଛାତ୍ର ଓ ପରିଚାଳନା କମିଟିର ସଦସ୍ୟ ମାନେ ଏକାଠି ହୋଇ ଗର୍ଜିଛନ୍ତି । ବାରମ୍ବାର ସରକାର ଦେଇଥିବା ପ୍ରତିଶ୍ରୁତି ଆଜି ପର୍ଯ୍ୟନ୍ତ ପୂରଣ ହୋଇନଥିବା ସଂଘ ଅଭିଯୋଗ କରିଛି । ଅନୁଦାନ ପାଇନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟକୁ ଅବସର ନେଉଥିବା ଶିକ୍ଷକ, ଅବସରକାଳୀନ ସୁବିଧା ସୁଯୋଗ ପ୍ରଦାନ, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ଅଣଦେଖା କରିଛନ୍ତି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନେ୍ଦାଳନ ଜାରି ରହିବ ବୋଲି ସଂଘ ଚେତାବନୀ ଦେଇଛି ।

Show More

Related Articles

Back to top button