Breaking PLUSଦେଶମୁଖ୍ୟ ଖବର
ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ସଂପର୍କ ଛିନ୍ନ କଲା IIT ବମ୍ବେ

ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ସଂପର୍କ ଛିନ୍ନ କଲା IIT ବମ୍ବେ । ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ IIT ବମ୍ବେର ବଡ଼ ନିଷ୍ପତ୍ତି । ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ହୋଇଥିବା ଚୁକ୍ତି ବାତିଲ୍ କଲା । IIT ବମ୍ବେ ତୁର୍କୀ ଶିକ୍ଷାନୁଷ୍ଠାନ ସହିତ ଛାତ୍ର ଓ ଅଧ୍ୟାପକ ବିନିମୟ କାର୍ଯ୍ୟକ୍ରମ ଚଳାଇଛି । ପୂର୍ବରୁ IIT ରୁର୍କି, JNU, ଜାମିଆ ମିଲିଆ ଇସଲାମିଆ ତୁର୍କୀ ସହ ଚୁକ୍ତି ବାତିଲ୍ କରିଛନ୍ତି । ପାକିସ୍ତାନକୁ ତୁର୍କୀ ଖୋଲା ସମର୍ଥନ କରୁଥିବାରୁ ତୀବ୍ର ଅସନ୍ତୋଷ ।