Breaking PLUSଓଡ଼ିଶାମୁଖ୍ୟ ଖବର

ବାତ୍ୟା ଖବରକୁ ଖଣ୍ଡନ କଲା ଆଇଏମଡି

ବାତ୍ୟା ଖବରକୁ ଖଣ୍ଡନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)। ଏବେ ବାତ୍ୟାର ସୂଚନା ନଥିବା ବିଭାଗ ସ୍ପଷ୍ଟ କରିଛି। ମେ’ ୨୩ରୁ ୨୮ ମଧ୍ୟରେ ‘ବାତ୍ୟା ଶକ୍ତି’ ହେବା ନେଇ କେତେକ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଆଇଏମଡି ଦୃଢ ଭାବରେ ଖଣ୍ଡନ କରିଛି। ଏକ ସରକାରୀ ସୂଚନାରେ ଆଇଏମଡି ସ୍ପଷ୍ଟ କରିଛି ଯେ, ମେ ୧୩ ତାରିଖରେ ଆଣ୍ଡାମାନ ସାଗର ଉପରେ କେବଳ ଏକ ଘୂର୍ଣ୍ଣିବଳୟ ଉପସ୍ଥିତି ବିଷୟରେ ରିପୋର୍ଟ କରାଯାଇଥିଲା, ଘୂର୍ଣ୍ଣିଝଡ଼ ନୁହେଁ। ପାଣିପାଗ ଦୃଷ୍ଟିରୁ ଦୁଇଟି ଯାକ ପୃଥକ।

Show More

Related Articles

Back to top button