Breaking PLUSଓଡ଼ିଶାମୁଖ୍ୟ ଖବର

ଗଞ୍ଜାମ ଜିଲ୍ଲାରେ ଚାଞ୍ଚଲ୍ୟ, ଗାଁ ଦାଣ୍ଡରେ ଯୁବକଙ୍କୁ ପିଟି ପିଟି ହତ୍ୟା

ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ହୁମା କେଉଟ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ଜଣକ ହେଲେ ହୁମା ବଡ ସାହିର ଦଣ୍ଡପାଣି ବିଶ୍ୱାଳ ।

ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ହୁମା କେଉଟ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ଜଣକ ହେଲେ ହୁମା ବଡ ସାହିର ଦଣ୍ଡପାଣି ବିଶ୍ୱାଳ ।

ସୂଚନା ମୁତାବକ, ଦଣ୍ଡପାଣି ରବିବାର ରାତିରେ ଘରେ ଶୌଚ ହେବାକୁ କହି ବାହାରକୁ ଯାଇଥିଲେ । କିନ୍ତୁ ଦୀର୍ଘ ସମୟ ପରେ ବି ସେ ଫେରିନଥିଲେ । ତେବେ ସୋମବାର ସକାଳୁ କେଉଟ ସାହି ନିକଟରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।

ଖବର ପାଇ ଅତିରିକ୍ତ ଏସପି ଠାକୁର ପ୍ରସାଦ ପାତ୍ର ଘଟଣାସ୍ଥଳ ରେ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି । ଘଟଣାଟି ହୁମା ଫାଣ୍ଡିରୁ ମାତ୍ର ୨୦୦ମିଟର ଦୂରରେ ଘଟିଛି ।

Show More

Related Articles

Back to top button