ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ସୁସ୍ଥ ହେଲେ ୧୭୨ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଗୁରୁବାର ସୁସ୍ଥ ହୋଇଛନ୍ତି ଆଉ ୧୭୨ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୩ ହଜାର ୩୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୩ ଜଣ ରହିଛନ୍ତି ।

Show More

Related Articles

Back to top button