Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୧୫୦ କରୋନା ପଜିଟିଭ୍

୮୩ ମୃତ

ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୮୩ ଜଣଙ୍କ ମୃତ୍ୟୁ ଘଟିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୧୩୬୫ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୧୧୯୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୧୬୫୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button