Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୬୧୬୭ କରୋନା ପଜିଟିଭ୍

ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି।

ଏବେ କରୋନା ସଂକ୍ରମଣ ବଢିବା ପରେ ସାମାନ୍ୟ କମିଛି। ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୬ ହଜାର ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୫୫୧୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୯୯ ହଜାର ୬୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୭୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button