Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୮୭୩୮ କରୋନା ପଜିଟିଭ୍

ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି।

ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୮ ହଜାର ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

 

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୭୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୪୯୩୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୬୮୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button