Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୮୦୯ କରୋନା ପଜିଟିଭ୍

ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୭ ହଜାର ତଳକୁ ଖସିଛି ।

ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୭ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୮୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୫୧୧୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୮ ଲକ୍ଷ ୭୩ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୯୯୧ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button