Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୯୪୩୬ କରୋନା ପଜିଟିଭ୍

ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି।

ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୪୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୭ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୬୫୯୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୯୩ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୬୦୦ରୁ ଅଧିକ ଆକ୍ରାନ୍ତ ,ତତ,. ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button