Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୬୦ ହଜାରରୁ ଅଧିକ କରୋନା ପଜିଟିଭ୍

୧୭୩୩ ମୃତ

ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୧ ଲକ୍ଷ ଟପିଛି । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୧ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୧୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭୩୩ ଜଣଙ୍କ ମୃତ୍ୟୁ ହୋଇଛି ।

 

Corona Virus COVID-19

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୩୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୭୩୩ ଛୁଇଁଛି । ସେହିପରି ୧୬୨୧୬୦୩ ସକ୍ରିୟ ମାମଲା ରହିଛି ଏବଂ ୩୯୫୧୧୩୦୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୯୭୯୭୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button