ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଅଧିକ ପଜିଟିଭ

୩୦୧ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦,୧୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୦୧ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଦେଶରେ ୧୨୮୫୫୫ ସକ୍ରିୟ ମାମଲା ରହିଛି । ଯାହାକି ୫୨୭ ଦିନରେ ସବୁଠୁ କମ କେସ୍ ।

Show More

Related Articles

Back to top button