Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨ ଲକ୍ଷ ୬୦ ହଜାରରୁ ଅଧିକ କରୋନା ପଜିଟିଭ୍

୩୧୫ ମୃତ

ଦେଶରେ ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଅଢେଇ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୬୪୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୧୫ ଛୁଇଁଛି । ଏବେସୁଦ୍ଧା ଦେଶରେ ୩ କୋଟି ୬୦ ଲକ୍ଷ ଉପରେ ରହିଛି । ସେହିପରି ୧୨୭୨୦୭୩ ସକ୍ରିୟ ମାମଲା ରହିଛି ଏବଂ ୩୪୮୨୪୭୦୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୫୩୫୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button