Breaking PLUSଦେଶ ବିଦେଶମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ମୋଟ ୩୫ ହଜାରରୁ ଅଧିକ ପଜିଟିଭ୍

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୬୫୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି।

୨୪ ଘଣ୍ଟା ମଧ୍ୟରେ ୫୪୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା 3,63,605 ୩କୋଟି ୬୩ ଲକ୍ଷ ୬୦୫ରେ ପହଞ୍ଚିଛି ।ଯାହାକି ୧୫୦ ଦିନରେ ସବୁଠାରୁ କମ୍ କେସ୍ । ରିକଭରି ରେସ୍ ୯୭. ୫୪% ରହିଛି ।

Show More

Related Articles

Back to top button