Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିଛି

ଦେଶରେ ପୁଣି କମିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ଉପରତଳ ହେବାରେ ଲାଗିଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୯୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୭୯୩୧୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୧୫ ହଜାର ୧୯୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୮୯୦ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button