Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ

ରାଜ୍ୟରେ ୧ ପ୍ରତିଶତ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୬୦୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ ହାର ରହିଛି ୦.୯୩ ପ୍ରତିଶତ । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୬୦୯ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୨୨ ଜଣ ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରେ ୧୧୩ ରହିଛି ନୂଆ କେସ୍‌ । ଏହି ଦୁଇ ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୫ ହଜାର ୨୬୮ କୋଭିଡ୍‌ ଟେଷ୍ଟିଂ ହୋଇଛି। ସେପଟେ ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ତଳକୁ ଖସିଛି ଆକ୍ଟିଭ୍‌ କେସ୍‌ । ଏବେ ଆକ୍ଟିଭ୍‌ କେସ୍‌ ରହିଛି ୬ ହଜାର ୯୯୬।

Show More

Related Articles

Back to top button