Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଥ ହେଲେ ୧୦୪୯ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ

ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ରବିବାର ରାଜ୍ୟରେ ୧୦୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୬୮ ହଜାର ୧୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୯୪ ଜଣ ରହିଥିବା ବେଳେ ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥଙ୍କ ସଂଖ୍ୟା ଶହେ ତଳେ ରହିଛି ।

Show More

Related Articles

Back to top button