Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ସୁସ୍ଥ ହେଲେ ୧୫୨କରୋନା ଆକ୍ରାନ୍ତ

ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି।

ମଙ୍ଗଳବାର ରାଜ୍ୟରେ ୧୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୭୬ ହଜାର ୯୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବୌଦ୍ଧ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button