ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଥ ହେଲେ ୩୦୭ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଶୁକ୍ରବାର ସୁସ୍ଥ ହୋଇଛନ୍ତି ଆଉ ୩୦୭ କରୋନା ଆକ୍ରାନ୍ତ ।

ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୦ ହଜାର ୯୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୪ ଜଣ ରହିଛନ୍ତି ।

Show More

Related Articles

Back to top button