ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୪୭ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୮ ଜଣ ପଜିଟିଭ ରହିଛନ୍ତି । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୮ ଜଣ ପଜିଟିଭ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୪୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୫୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୨୦୪୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button